ଆଜିର ଖବର ଆଜି ଶ୍ରୀମନ୍ଦିର ସନ୍ଧ୍ୟା ୬ ଟାରୁ ରାତି ୯ଟା ପର୍ଯ୍ୟନ୍ତ ରହିବ ବନ୍ଦ ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଆଜି ସନ୍ଧ୍ୟା ୬ ଟାରୁ ରାତି ୯ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ।…