ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି ସୀତାରାମ ଅଗ୍ରୱାଲ ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ଭାରପ୍ରାପ୍ତ ଅଧ୍ୟକ୍ଷ ବନମାଳୀ ବେହେରାଙ୍କ ବଦଳି ହୋଇଛି। ଏ ନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବଦଳି ନିର୍ଦ୍ଦେଶନାମା ଜାରି…