ବନ୍ଧୁକ ମୂନରେ ଲୁଟ

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁରରେ ପୁଣି ଏକ ଲୁଟ ହୋଇଛି। ଘରେ ପଶି ପିସ୍ତଲ ଦେଖାଇ ଲୁଟେରାମାନେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା ଓ ନଗଦ…