ଜାତୀୟ ଖବର ବନ୍ୟା ମୁକାବିଲା ନିମନ୍ତେ କେନ୍ଦ୍ରର ୨,୧୧୭ କୋଟି ଟଙ୍କା ସହାୟତା, ଓଡ଼ିଶା ପାଇଁ ୫୦୦ କୋଟି ନୂଆଦିଲ୍ଲୀ: ମୌସୁମୀ ବର୍ଷା ବିତ୍ପାତରେ ଦେଶର ବିଭିନ୍ନ ରାଜ୍ୟ ବନ୍ୟା କବଳିତ ହୋଇଛନ୍ତି। ଏହି ପରିସ୍ଥିତିରେ ଆବଶ୍ୟକ ରିଲିଫ, ଉଦ୍ଧାର ଓ ପୁନର୍ବାସ ସହାୟତା ଯୋଗାଇବାକୁ କେନ୍ଦ୍ର…