ଆଜିର ଖବର ବେଗୁନିଆପଡା ବ୍ଲକର ହଂସତୁଳି ଗ୍ରାମ କଣ୍ଟେନମେଣ୍ଟ ସହ ବିଭିନ୍ନ ପଞ୍ଚାୟତକୁ ବଫର ଜୋନ ଘୋଷଣା କଲେ ଗଞ୍ଜାମ ଜିଲ୍ଲାପାଳ ପିଣ୍ଟୁ ବିଶୋୟୀ ବେଗୁନିଆପଡା: ଗଞ୍ଜାମ ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ବେଗୁନିଆପଡା ବ୍ଲକର ବିଭିନ୍ନ ପଞ୍ଚାୟତରେ କରୋନା ସଂକ୍ରମଣ ସାମ୍ନାକୁ…