ବଫରଜୋନ ଘୋଷିତ

ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ସଦରମହକୁମା ଭବାନୀପାଟଣା ସହର ଅନ୍ତର୍ଗତ ୱାର୍ଡ ନଂ.୧୦ ଅଧିନସ୍ଥ ଅର୍କାବାହାଲିପଡାକୁ ଜିଲ୍ଲାପ୍ରଶାସନ କଂଟେନମେଂଟ ଜୋନ ଘୋଷଣା କରାଯାଇଥିବା ଜଣାପଡିଛି।…