ଆଜିର ଖବର ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗର ଏକ ଦଶନ୍ଧିର ସଫଳ ଯାତ୍ରା ଭୁବନେଶ୍ୱର: ଏମ୍ସ ଭୁବନେଶ୍ବର ବର୍ଣ୍ଣସ୍ ଏବଂ ପ୍ଲାଷ୍ଟିକ୍ ସର୍ଜରୀ ବିଭାଗ ଏହାର ଗୌରବମୟ ଏକ ଦଶନ୍ଧି ଯାତ୍ରା ପୂରଣ କରିଛି। ଶଲ୍ୟଚିକିତ୍ସା, ନବସୃଜନ, ତାଲିମ ଏବଂ ଶୈକ୍ଷିକ…