ଆଜିର ଖବର ବର୍ଷ ୨୦୨୫ ର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼: ମହାପ୍ରଭୁଙ୍କ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ପୁରୀ: ବର୍ଷ ୨୦୨୪ କୁ ବିଦାୟ ଦେଇ ବର୍ଷ ୨୦୨୫ ର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଅଛି। ନୂତନ ବର୍ଷରେ ମହାପ୍ରଭୁଙ୍କ ଦର୍ଶନ…