ବର୍ଷା ଜଳ ସଂରକ୍ଷଣ ଅଭିଯାନ

ନୂଆଦିଲ୍ଲୀ: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି (ମାର୍ଚ୍ଚ ୨୯, ୨୦୨୨) ନୂଆଦିଲ୍ଲୀ ଠାରେ ତୃତୀୟ ଜାତୀୟ ଜଳ ପୁରସ୍କାର ପ୍ରଦାନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତିଙ୍କ କରକମଳରେ…