ବଲାଙ୍ଗୀର ଏୟାରଷ୍ଟ୍ରିପ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ବଲାଙ୍ଗୀରରେ ତୁସୁରା ଏୟାରଷ୍ଟ୍ରିପର ଆଧୁନିକରଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୬୫ କୋଟି ଟଙ୍କା ମଞ୍ଜୁର…