ଆଜିର ଖବର ଅଧିକ ଚିକିତ୍ସା ପାଇଁ ଏୟାର ଲିଫ୍ଟରେ ବଳଙ୍ଗା ପିଡିତାଙ୍କୁ ନିଆଗଲା ଏମ୍ସ ନୂଆଦିଲ୍ଲୀ ଭୁବନେଶ୍ବର: ଅଧିକ ତଥା ଭଲ ଚିକିତ୍ସା କରିବା ପାଇଁ ଆଜି ବଳଙ୍ଗା ପିଡିତାଙ୍କୁ ନୂଆଦିଲ୍ଲୀକୁ ସ୍ଥାନାନ୍ତରିତ କରାଯାଇଛି। ତାଙ୍କୁ ୟାର ଲିଫ୍ଟ ଦ୍ବାରା ନୂଆଦିଲ୍ଲୀ ଏମ୍ସକୁ ନିଆଯାଇଛି।…