ବସ୍ ସେବା ଆରମ୍ଭ

କନ୍ଦର୍ପ ବେହେରା ରେଢାଖୋଲ: ଆଜି ଠାରୁ ନାକଟିଦେଉଳରୁ ଭୂବନେଶ୍ୱରକୁ ଏକ ସରକାରୀ ବସ୍ ଚାଲିବା ଆରମ୍ଭ ହୋଇଥିବାରୁ ଅଂଚଳବାସୀ ମଧ୍ୟରେ ଆନନ୍ଦ ଖେଳିଯାଇଛି। ମାନ୍ୟବର ମୂଖ୍ୟମନ୍ତ୍ରୀ ଓ…