ଜାତୀୟ ଖବର ବସ୍ତର ଦଶହରା ଯାହା ୭୫ ଦିନ ଧରି ଚାଲିଥାଏ, ଯୋଗ ଦେଲେ ଗୃହମନ୍ତ୍ରୀ ଅମିତ ଶାହ ବସ୍ତର ଦଶହରା: କେନ୍ଦ୍ର ଗୃହ ଏଂବ ସମବାୟ ମନ୍ତ୍ରୀ ଶ୍ରୀ ଅମିତ ଶାହ ଆଜି ଛତିଶଗଡ଼ର ଜଗଦଲପୁରରେ ବସ୍ତର ଦଶହରା ମହୋତ୍ସବକୁ ସମ୍ବୋଧିତ କରିଛନ୍ତି। ନିଜର ଅଭିଭାଷଣ…