ବାଇକ ଆରୋହୀ ଗୁରୁତର

ସୀତାରାମ ଅଗ୍ରୱାଲ ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ କଉଡିଖୁଣି ଛକ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଆଜି ସନ୍ଧ୍ୟାରେ ଏହି ଦୁର୍ଘଟଣା ଘଟିଛି।…