ଆଜିର ଖବର ହିଞ୍ଜିଳିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ବାଇକ ଆରୋହୀ ମୃତ, ଅନ୍ୟଜଣେ ଗୁରୁତର ଆହତ କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ହିଞ୍ଜିଳି ଥାନା ଅନ୍ତର୍ଗତ ସାରୁ ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଦୁଇଜଣ ବାଇକ ଆରୋହୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ…