ଆଞ୍ଚଳିକ ଜାତୀୟ ସେବା ଯୋଜନା ଦ୍ବାରା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ ବାଣପୁର: ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ଓ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ମାନଙ୍କ ଦ୍ବାରା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ…