ଆଜିର ଖବର କୋଭିଡ଼ କଟକଣା ଭିତରେ ସଫଳତାର ସହ ପାଳିତ ହେଲା ଓଡିଶା ପ୍ରସିଦ୍ଧ ବାଣପୁର ପଞ୍ଚଦୋଳ ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁରର ଓଡିଶା ପ୍ରସିଦ୍ଧ ପଞ୍ଚଦୋଳ ଯାତ୍ରା ଆଜି ଅପରାହ୍ନରେ ସମାପନ ହୋଇଯାଇଛି। ଗତକାଲି ମଧ୍ୟରାତ୍ରିରୁ ଆରମ୍ଭ ହୋଇଥିବା ଉକ୍ତ…