ଆଞ୍ଚଳିକ ବାଣପୁରରେ ମିଳିତ ଅମଲା ମଞ୍ଚ କର୍ମଚାରୀଙ୍କ ଧାରଣା ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ଠାରୁ ରାଜ୍ୟ ଅମଲା ମଞ୍ଚ ଗ୍ରେଡ ପେ ବୃଦ୍ଧି ଦାବିରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି। ପ୍ରାୟ ୫୦…