ଆଜିର ଖବର ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା ନୂଆଦିଲ୍ଲୀ: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଘଟିଥିବା ଜିଏଫଏସ ଗାଲାକ୍ସି ଜାହାଜରେ…