ଜାତୀୟ ଖବର ବାତ୍ୟା ପରବର୍ତ୍ତି ପରିସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀ କଲେ ସମୀକ୍ଷା ବୈଠକ ନୂଆଦିଲ୍ଲୀ, ୟସ ବାତ୍ୟାର ପ୍ରଭାବ ସମୀକ୍ଷା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରସ୍ତୁତି, କ୍ଷୟକ୍ଷତି ଆକଳନ ଏବଂ ତତ୍ ସଂକ୍ରାନ୍ତ…