ଆଜିର ଖବର ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ ବାଣପୁର: ବାଣପୁର ଥାନା ଅନ୍ତର୍ଗତ କୁମାରାଙ୍ଗ ଗ୍ରାମ ପଞ୍ଚାୟତର କେଶପୁର ଗ୍ରାମରେ ଘଟିଯାଇଛି ଏକ ଅଭାବନୀୟ ଘଟଣା। ପାରିବାରିକ କଳହର କରୁଣ ପରିଣତି କେତେ ଯେ ଭୟଙ୍କର…