ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି।…