ଜାତୀୟ ଖବର ଜାତୀୟ ଭଲିବଲ ଟୁର୍ଣ୍ଣାମେଣ୍ଟକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ…