ଆଜିର ଖବର ପୂର୍ବତଟ ରେଳପଥ କ୍ରୀଡ଼ା ସଂଗଠନ (ଇକୋର୍ସା) ବାର୍ଷିକ ସାଧାରଣ ପରିଷଦ ବୈଠକ ଭୁବନେଶ୍ୱର: ପୂର୍ବତଟ ରେଳପଥ କ୍ରୀଡ଼ା ସଂଗଠନ (ଇକୋର୍ସା) ର ବାର୍ଷିକ ସାଧାରଣ ପରିଷଦ ବୈଠକ ଇତିମଧ୍ୟରେ ଆୟୋଜିତ ହୋଇଯାଇଅଛି। କ୍ରୀଡ଼ା ଭିତ୍ତିଭୂମି ବିକାଶ, ତୃଣମୂଳ ସ୍ତରରେ କ୍ରୀଡ଼ାକୁ…