ଆଞ୍ଚଳିକ ଗୋଦାବରୀଶ ମହାବିଦ୍ୟାଳୟର ୬୧ ତମ ବାର୍ଷୀକ କ୍ରୀଡା ଉତ୍ସବ ଉଦଯାପିତ ବାଣପୁର: ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ ଯୁକ୍ତ ୨ ଓ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ଦୁଇ ଦିବସୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ମଙ୍ଗଳବାର ଦିନ ଉଦଯାପିତ ହୋଇଯାଇଛି। ମହାବିଦ୍ୟାଳୟ…