ଆଞ୍ଚଳିକ ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଆଜି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶନାମା ଅନୁଯାୟୀ ଏକାଦଶ ଶ୍ରେଣୀର ଛାତ୍ର ଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଏକ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ…