ଆଜିର ଖବର ବିଂଶତମ ପରିସଂଖ୍ୟାନ ଦିବସ ୨୦୨୬ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ. ମିଶ୍ର ବିଂଶତମ ପରିସଂଖ୍ୟାନ ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି । ସମାରୋହରେ ଉଦବୋଧନ ଦେଇ…