ବିକଶିତ ଓଡିଶା ଓ ବିକଶିତ ଭାରତ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିିବାକୁ ପ୍ରୟାସ ଆରମ୍ଭ କରିଛି।…