ଆଜିର ଖବର ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ବିରଳ ଓରାଙ୍ଗଉଟାନ ଉଦ୍ଧାର ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଓ ଉଦୟପୁର ଜଙ୍ଗଲରୁ ୫ଟି ବିରଳ ଓରାଙ୍ଗଉଟାନ ଠାବ ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…