ବିଶେଷ ଖବର ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ ଭୁବନେଶ୍ବର: ସଂଗଠନ କାର୍ଯ୍ୟ ଆରମ୍ଭ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ହସପିଟାଲରୁ ଆସିବା ପରେ ପ୍ରଥମ ଥର ପାଇଁ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ନବୀନ।…