ଆଜିର ଖବର ବିଜେଡି ପୁଣି ଘୋଷଣା କଲା ବାକି ଥିବା ଲୋକସଭା ପ୍ରାର୍ଥୀଙ୍କ ନାମ, କନ୍ଧମାଳରୁ ଅଚ୍ୟୁତ ସାମନ୍ତ ଭୁବନେଶ୍ବର: ବିଜେଡି ଆଜି ପୁଣି ବାକିଥିବା ଲୋକସଭା ଆସନର ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି।…