ନିର୍ବାଚନ ଖବର ନାମାଙ୍କନ ଦାଖଲ ବେଳ ଅପରାଜିତା ଓ ମନ୍ମଥଙ୍କ ସମର୍ଥକ ମଧ୍ୟରେ ମୁହାଁମୁହିଁ, ପରିସ୍ଥିତି ଉତ୍ତେଜନା ଭୁବନେଶ୍ବର: ଭୁବନେଶ୍ବର ଲୋକସଭା ଆସନ ପାଇଁ ଗତକାଲି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଉଭୟ ବିଜେଡି ଓ ବିଜେପି ପ୍ରାର୍ଥୀ। ଖୋର୍ଦ୍ଧା ଜିଲ୍ଲାପାଳ ଅଫିସରେ ବିଜେଡି ତରଫରୁ…