ବିଜେପିରେ ମିଶିଲେ

ଭୁବନେଶ୍ବର: ଆଜି ବିଜେଡିକୁ ବଡ ଧକ୍କା ଲାଗିଛି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି।…