ଆଜିର ଖବର ପରୀକ୍ଷା ପେ ଚର୍ଚ୍ଚା: ଆଜି ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକଙ୍କ ସହ ମତ ବିନିମୟ କରିବେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପରୀକ୍ଷା ପ୍ରାୟତଃ ଛାତ୍ରଛାତ୍ରୀ ଓ ସେମାନଙ୍କ ପରିବାର ପାଇଁ ଚିନ୍ତାର କାରଣ ପାଲଟିଥାଏ, କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ ( ପିପିସି)…