ଜାତୀୟ ଖବର ଶ୍ରୀ ଶ୍ରୀ ବିଦ୍ୟାସାଗରଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଲେ ଏହି ଆଲେଖ୍ୟ ଆଲେଖ୍ୟ:- ନରେନ୍ଦ୍ର ମୋଦୀ, ପ୍ରଧାନମନ୍ତ୍ରୀ ସନ୍ଥ ଶିରୋମଣି ଆଚାର୍ଯ୍ୟ ଶ୍ରୀ ୧୦୮ ବିଦ୍ୟାସାଗର ଜୀ ମହାରାଜ ଆମମାନଙ୍କୁ ଦୁଃଖସାଗରରେ ଭସାଇ ନିକଟରେ ସମାଧି ଲାଭ କରିଛନ୍ତି। ଆଚାର୍ଯ୍ୟଜୀଙ୍କ…