ଆଜିର ଖବର କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ ଭୁବନେଶ୍ବର: ଆଜି ଗୁରୁତ୍ୱପୂର୍ଣ୍ଣ ଯାନ୍ତ୍ରିକ ଉନ୍ନତିକରଣ, ମରାମତି ଓ ବୈଦ୍ୟୁତିକ ରକ୍ଷଣାବେକ୍ଷଣ ପାଇଁ ଫେବୃଆରୀ ୨୦ ତାରିଖ ଦିନ ଭୁବନେଶ୍ବର ଓ କଟକର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ…