ଆଜିର ଖବର ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବନ୍ଦ ରହିବ ବିଦ୍ୟୁତ୍ ଯୋଗାଣ: ଜାଣନ୍ତୁ କେଉଁଠି ଓ କେତେବେଳେ? ଭୁବନେଶ୍ଵର: ଗୁରୁତ୍ୱପୂର୍ଣ୍ଣ ଯାନ୍ତ୍ରିକ ଉନ୍ନତିକରଣ, ମରାମତି ଓ ବୈଦ୍ୟୁତିକ ରକ୍ଷଣାବେକ୍ଷଣ ପାଇଁ ଆଜି ଭୁବନେଶ୍ୱର ଅନେକ ସ୍ଥାନରେ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ। ଧଉଳି ହାଇଟେକ୍ ଅଞ୍ଚଳରେ…