ବିଧାୟକ ଶପଥ

ଭୁବନେଶ୍ବର: ଆଜି ବିଧାନସଭାରେ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ତାଙ୍କୁ କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ଶପଥପାଠ କରାଇଛନ୍ତି।…