ବିଧିବଦ୍ଧ ବିଜ୍ଞପ୍ତି

ଭୁବନେଶ୍ଵର: ଆଜି ଝାରସୁଗୁଡା ଉପ-ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜି ଠାରୁ ୨୦ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ।…