ଆଜିର ଖବର ଆଜିଠାରୁ ଏକାମ୍ର ପ୍ରକଳ୍ପର ତିନିଦିନିଆ ଭୂମିପୂଜନ ଉତ୍ସବ: ଜାଣନ୍ତୁ ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଭୁବନେଶ୍ୱର: ଏକାମ୍ର କ୍ଷେତ୍ରର ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ଓ ପରମ୍ପରା ଆଧାରିତ ଏକାମ୍ର ପ୍ରକଳ୍ପର ତିନିଦିନିଆ ଭୂମିପୂଜନ ଉତ୍ସବ ଆଜିଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ।…