ଆଞ୍ଚଳିକ ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ବିପୁଳ ପରିମାଣର ମଦ ସହ ୩ ଅଭିଯୁକ୍ତ ଗିରଫ ବାଣପୁର /ବାଲୁଗାଁ (ସୀତାରାମ ଅଗ୍ରୱାଲ): ବାଣପୁର, ବାଲୁଗାଁ ଓ ନାଚୁଣୀ ଅଞ୍ଚଳରେ ବାଲୁଗାଁ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରି ବିପୁଳ ପରିମାଣର ଚୋରା ଦେଶୀମଦ ସହ…