ଅପରାଧ ବିବାହ ପ୍ରତିଶୃତି ଦେଇ ୨ ନାବାଳିକା ଅପହରଣ ଘଟଣାରେ ଜଣେ ଗିରଫ କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ଥାନା ଅନ୍ତର୍ଗତ ସାହେବୀ ପଂଚାୟତର ଝାରବେଡା ଗ୍ରାମରେ ୨ ନାବାଳିକାକୁ ମିଥ୍ୟା ବିବାହର ପ୍ରତିଶୃତି ଦେଇ ଜଣେ ଯୁବକ ଅପହରଣ କରିଥିଲା।…