ଅପରାଧ ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ସର୍ତ୍ତମୂଳକ ଜାମିନ, ଜେଲରେ ରହିଲେ 3 ଦିନ ଭୁବନେଶ୍ୱର: ବରିଷ୍ଠ ଓଏଏସ୍ ଅଫିସର୍ ତଥା ଆୟୁଷ ନିର୍ଦ୍ଦେଶକ ବିଭୂ ପ୍ରସାଦ ଷଡ଼ଙ୍ଗୀଙ୍କୁ ଆଜି ଜାମିନ ମିଳିଛି। ମହିଳା ଠିକା କର୍ମଚାରୀଙ୍କୁ ଯୌନ ନିର୍ଯାତନା ମାମଲାରେ ସେ…