ଆଜିର ଖବର ପ୍ରଧାନମନ୍ତ୍ରୀଙ୍କ ଆଜି ବାରଣାସୀ ଗସ୍ତ: ଏକାଧିକ ବିମାନବନ୍ଦର ପ୍ରକଳ୍ପର କରିବେ ଉଦ୍ଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ବାରଣାସୀ ଗସ୍ତ କରିବେ। ଦିନ ୨ ଟା ସମୟରେ ସେ ଆର୍ ଜେ ଶଙ୍କର ଚକ୍ଷୁ ଚିକିତ୍ସାଳୟ ଉଦ୍ଘାଟନ କରିବେ।…