ଆଞ୍ଚଳିକ ବାଣପୁରରେ ବିଜେପିର ବିଶାଳ କର୍ମୀ ସମ୍ମିଳନୀ: ଲଢେଇ ଜୋରଦାର ହେବ ବୋଲି କହିଲେ ପୃଥ୍ଵୀରାଜ ସୀତାରାମ ଅଗ୍ରୱାଲ ବାଣପୁର: ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ଚିଲିକା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ଦଳର ସେତେ ଚିନ୍ତା ବଢ଼ି ବଢ଼ି ଯାଉଛି। ବିରୋଧୀ ବିଜେପି…