ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍‌

ଭୁବନେଶ୍ବର: ସମାଜର ପୂର୍ବତନ ସଂପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍‌ ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଜଣେ…