ଜାତୀୟ ଖବର ଜଳ ଜୀବନ ମିଶନ: 15.72 କୋଟିରୁ ଅଧିକ ଗ୍ରାମୀଣ ପରିବାରକୁ ଟ୍ୟାପ୍ ପାଣି ଯୋଗାଣ ନୂଆଦିଲ୍ଲୀ: ଭାରତରେ ଜଳ ଜୀବନ ମିଶନ ଗୁରୁତ୍ୱପୂର୍ଣ୍ଣ ସଫଳତା ହାସଲ କରିଛି। ବର୍ତ୍ତମାନ ସୁଦ୍ଧା ଏହି ମିଶନ ଅଧୀନରେ 81 ପ୍ରତିଶତରୁ ଅଧିକ ଗ୍ରାମୀଣ ପରିବାରକୁ ସ୍ୱଚ୍ଛ…