ଜାତୀୟ ଖବର ବିଜେଡି ପାଳନ କଲା ବିଶ୍ବ ଆଦିବାସୀ ଦିବସ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଲେ ଏପରି କଥା ଭୁବନେଶ୍ବର: ଆଜି ବିଶ୍ବ ଆଦିବାସୀ ଦିବସ ତଥା କ୍ରାନ୍ତୀ ଦିବସକୁ ପାଳନ କରିଛି ବିଜୁ ଜନତା ଦଳ। ଏଥିରେ ଦଳର ସଭାପତି ତଥା ବିରୋଧୀ ଦଳର ନେତା…