ଆଜିର ଖବର ରାଜ୍ୟସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ-୨୦୨୪ ଅନୁଷ୍ଠିତ ଭୁବନେଶ୍ବର: ଭୁବନେଶ୍ୱର ସ୍ଥିତ କୃଷି ଭବନ ଅଡିଟୋରିଅମରେ ରାଜ୍ୟ ସ୍ତରୀୟ “ବିଶ୍ୱ ମୃତ୍ତିକା ଦିବସ” ମହା ସମାରୋହରେ ପାଳନ କରାଯିବା ସହିତ ପ୍ରତି ଜିଲ୍ଲାସ୍ତରରେ ମଧ୍ୟ ପାଳନ କରାଯାଇଛି।…