ଆଞ୍ଚଳିକ ନିଖିଳ ଓଡ଼ିଶା ବିଶ୍ୱବିଦ୍ୟାଳୟ କର୍ମଚାରୀ ମହାସଂଘର ଦ୍ୱିତୀୟ ବାର୍ଷିକ ଅଧିବେଶନ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଓୟୁଏଟି ସମ୍ମିଳନୀ କକ୍ଷରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ କର୍ମଚାରୀ ମହାସଂଘର ଦ୍ୱିତୀୟ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରାରମ୍ଭରେ ମହାସଂଘର ସବୁ କର୍ମକର୍ତ୍ତାମାନେ ପରସ୍ପର…